• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30 Jan 2024: ଏହି ରାଶିର ବ୍ୟକ୍ତିଙ୍କ ପ୍ରେମ ସମ୍ପର୍କ ମଧୁର ରହିବ

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୩୦ ତାରିଖ ମଙ୍ଗଳବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୪ର୍ଥୀ ଦିବା ୦୮.୫୪ ଗତେ ୫ମୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୦.୦୫ ଗତେ ୧ପାଦ-କୃଷିହାନୀ-ଭୂମିଦାନ ।

Scorpio

ବିଛା

Tuesday 30 Jan 2024

ବିଶାଖା- ସ୍ୱାସ୍ଥ୍ୟ ଭଲ ରହିବା ସହିତ ସବୁ କାର୍ଯ୍ୟ କରି ପାରିବେ । ବ୍ୟବସାୟର ପଥ ସୁଗମ ହେବ । ସାଂସାରିକ ଜୀବନ ଖୁବ ଭଲ ରହିବ । ପ୍ରେମ ସମ୍ପର୍କ ମଧୁର ରହିବ ।

ଅନୁରାଧା- ସଭାସମିତିରେ କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହୋଇଯିବ । କର୍ମ କ୍ଷେତ୍ରରେ ନିଜର ପ୍ରତିଷ୍ଠା ଅକ୍ଷୁଣ୍ଣ ରହିବ । ପିଲାମାନେ ପାଠପଢା ପ୍ରତି ବିମୁଖ ହେବେ ।

ଜ୍ୟେଷ୍ଠା- ନୂଆ ଜମି କ୍ରୟ କରିବେ । ଗୃହିଣୀ ମାନେ କର୍ତ୍ତବ୍ୟ ନିର୍ବାହ କରିବେ । କୌଣସି ଗୁରୁତ୍ୱପୂର୍ଣ୍ଣ ଘଟଣାକୁ ନେଇ ପଡ଼ୋଶୀଙ୍କ ସହ ବିଭିନ୍ନ ଆଲୋଚନାରେ ସମୟ କଟାଇବେ ।

ପ୍ରତିକାର- ସୂର୍ଯ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :