• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30 Jan 2024: ଏହି ରାଶିର ବ୍ୟକ୍ତିଙ୍କ ପ୍ରେମ ସମ୍ପର୍କ ମଧୁର ରହିବ

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୩୦ ତାରିଖ ମଙ୍ଗଳବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୪ର୍ଥୀ ଦିବା ୦୮.୫୪ ଗତେ ୫ମୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୦.୦୫ ଗତେ ୧ପାଦ-କୃଷିହାନୀ-ଭୂମିଦାନ ।

Sagittarius

ଧନୁ

Tuesday 30 Jan 2024

ମୂଳା- ବୁଦ୍ଧି ବିଦ୍ୟାର ଉପଯୁକ୍ତ ପ୍ରୟୋଗ କରି ଅନେକ କଷ୍ଟସାଧ୍ୟ କାମ କରିବେ । ପରିବାରରେ ଅନ୍ୟଙ୍କ ପାଇଁ ଚିନ୍ତା ବଢିବ । ଦେହ, ମନ ଭଲ ରହିବ ।

ପୂ,ଷାଢା- ଚାକିରି ଆଦି କର୍ମକ୍ଷେତ୍ରରେ ଅପମାନିତ ହୋଇପାରନ୍ତି । ପିଲାମାନେ ପରିଶ୍ରମୀ ହେବେ । ପ୍ରଶାସନିକ ସ୍ତରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ ।

ଉ,ଷାଢା- ଋଣଗ୍ରସ୍ତ ହୋଇ ନୂତନ ଗୃହ ନିର୍ମାଣ କରି ପାରନ୍ତି । ମହିଳାମାନେ କୈାଣସି କାରଣରୁ ଦୁଃଖ ପ୍ରକାଶ କରିବେ । କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ।

ପ୍ରତିକାର- ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :