• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th April 2023: ଏହି ରାଶିର ବ୍ୟକ୍ତିଙ୍କୁ ବ୍ୟବସାୟ କ୍ଷେତ୍ରରେ ସଫଳତା ମିଳିବ

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ରବିବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୧୦ମୀ ରାତ୍ରି ୦୮.୨୯ ଗତେ ୧୧ଶୀ ,ଘାତ ଚନ୍ଦ୍ର – କର୍କଟ , ମକର ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୧ପାଦ – କୃଷିହାନି,- ଭୂମିଦାନ ।

Aries

ମେଷ

Sunday 30 Apr 2023

ଅଶ୍ୱନୀ- ପ୍ରତ୍ୟେକ କାମରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ । ଇଚ୍ଛା ନ ଥିଲେ ମଧ୍ୟ ଦୂର ସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ। ସହକର୍ମୀମାନଙ୍କ ସାହାଯ୍ୟରେ ଆଶା କରୁଥିବା ଦିଗରୁ ଅର୍ଥ ପାଇବେ

ଦ୍ୱିଜା- ମାନସିକ ଅସ୍ଥିରତା ରହିଥିଲେ ମଧ୍ୟ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ । ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଉଚ୍ଚଶିକ୍ଷା ପ୍ରତିଷ୍ଠା ପଥରେ ଆସୁଥିବା ପ୍ରତିବନ୍ଧକ ଗୁଡିକ ହଟିଯିବ

କୃତିକା- ଯେଉଁ ଜିନିଷଟିକୁ ପାଇବାକୁ ଅପେକ୍ଷା କରିଛନ୍ତି, ତାହା ସାମାନ୍ୟ ବିଳମ୍ବରେ ପାଇବେ । କଳା, ସଙ୍ଗୀତ ତଥା କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ। ଗଡ଼ି ଆସୁଥିବା ମୋକଦ୍ଦମାର ବିଚାର ହୋଇପାରେ

ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :