• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th April 2023: ଏହି ରାଶିର ବ୍ୟକ୍ତିଙ୍କୁ ବ୍ୟବସାୟ କ୍ଷେତ୍ରରେ ସଫଳତା ମିଳିବ

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ରବିବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୧୦ମୀ ରାତ୍ରି ୦୮.୨୯ ଗତେ ୧୧ଶୀ ,ଘାତ ଚନ୍ଦ୍ର – କର୍କଟ , ମକର ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୧ପାଦ – କୃଷିହାନି,- ଭୂମିଦାନ ।

Taurus

ବୃଷ

Sunday 30 Apr 2023

କୃତିକା- ନିଜ ସ୍ୱାସ୍ଥ୍ୟକୁ ନେଇକି ଅଧିକ ଚିନ୍ତା କରନ୍ତୁ ନାହିଁ । ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ

ରୋହିଣୀ- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ

ମୃଗଶିରା- ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ । ଘରୋଇ କାର୍ଯ୍ୟ ଯୋଗୁଁ ଥକା ଅନୁଭବ କରିବେ

ପ୍ରତିକାର – ମାଆ କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :