• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th April 2023: ଏହି ରାଶିର ବ୍ୟକ୍ତିଙ୍କୁ ବ୍ୟବସାୟ କ୍ଷେତ୍ରରେ ସଫଳତା ମିଳିବ

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ରବିବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୧୦ମୀ ରାତ୍ରି ୦୮.୨୯ ଗତେ ୧୧ଶୀ ,ଘାତ ଚନ୍ଦ୍ର – କର୍କଟ , ମକର ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୧ପାଦ – କୃଷିହାନି,- ଭୂମିଦାନ ।

Gemini

ମିଥୁନ

Sunday 30 Apr 2023

ମୃଗଶିରା- ମାନସିକ ସ୍ତରରେ ଉନ୍ନତି ଆସିବ । କାର୍ଯ୍ୟରେ ସିଦ୍ଧିଲାଭ ସହ ସମ୍ନାନ ପାଇବେ । ଘରକୁ ଅତିଥିଙ୍କ ଆଗମନ ହୋଇପାରେ ପରିବହନ, କଳା, ବାଣିଜ୍ୟରେ ଲାଭାନ୍ୱିତ ହୋଇ ପାରନ୍ତି ।

ଆଦ୍ରା- ଚାକିରିରେ ପ୍ରାଧ୍ୟନତା ମିଳିବ । ରାଜନିତିରେ ଉଦ୍ୟମରେ ଅହେତୁକ ବାଧାବିଘ୍ନ ଦେଇ ଗତି କରିପାରନ୍ତି । କ୍ରୀଡ଼ା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ ।

ପୁନର୍ବସୁ- ବିଦ୍ୟାର୍ଥୀ ମାନେ ପଢାରେ ମନ ଲଗାଇବେ। ମହିଳା ମାନଙ୍କର ଧାର୍ମିକ ଭାବନା ଉଦେୟ ହେବ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ ।

ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :