• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th April 2023: ଏହି ରାଶିର ବ୍ୟକ୍ତିଙ୍କୁ ବ୍ୟବସାୟ କ୍ଷେତ୍ରରେ ସଫଳତା ମିଳିବ

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ରବିବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୧୦ମୀ ରାତ୍ରି ୦୮.୨୯ ଗତେ ୧୧ଶୀ ,ଘାତ ଚନ୍ଦ୍ର – କର୍କଟ , ମକର ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୧ପାଦ – କୃଷିହାନି,- ଭୂମିଦାନ ।

Cancer

କର୍କଟ

Sunday 30 Apr 2023

ପୁନର୍ବସୁ- ଚିନ୍ତା ନ କରି କାମରେ ମନ ଦିଅନ୍ତୁ, ମିତ୍ରମାନେ ସହଯୋଗର ହାତ ବଢ଼ାଇବେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଲାଭବାନ୍ ହେବେ । ଆପଣ ଅଯଥା ବ୍ୟସ୍ତତା ମଧ୍ୟରେ ସମୟ କଟାଇବେ।

ପୁଷ୍ୟା- ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି । ପୁରୁଣା ସମସ୍ୟାଗୁଡ଼ିକ ତୁଟି ଯାଇଥଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ।

ଅଶ୍ଳେଷା- ଜମିରେ ନିବେଶ ପାଇଁ ଭଲ ଦିନଟିଏ । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ । ଘର ଓ ଦୋକାନର ମରାମତି ପାଇଁ ଆପଣ ଯୋଜନା କରିପାରିବେ ।

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :