• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th April 2023: ଏହି ରାଶିର ବ୍ୟକ୍ତିଙ୍କୁ ବ୍ୟବସାୟ କ୍ଷେତ୍ରରେ ସଫଳତା ମିଳିବ

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ରବିବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୧୦ମୀ ରାତ୍ରି ୦୮.୨୯ ଗତେ ୧୧ଶୀ ,ଘାତ ଚନ୍ଦ୍ର – କର୍କଟ , ମକର ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୧ପାଦ – କୃଷିହାନି,- ଭୂମିଦାନ ।

Leo

ସିଂହ

Sunday 30 Apr 2023

ମଘା- ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇପାରେ । ପ୍ରେମିକ ପ୍ରେମିକା ସଂପର୍କ ମଧୁର ରହିବ । ଧର୍ମ ଓ ସାଂସୃତିକ କାର୍ଯ୍ୟରେ ଯୋଗଦାନ କରିବେ । ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ

ପୂ- ଫାଲ୍‌ଗୁନୀ- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ଆପଣଙ୍କ ସବୁ ମନୋକାମନା ପୁର୍ଣ ହେବ

ଉ- ଫାଲ୍‌ଗୁନୀ- ଆଜି ଆପଣ ଋଣ ମୁକ୍ତ ହୋଇପାରିବେ । ବିଦ୍ୟାର୍ଥୀ ମାନେ ପଢାରେ ସମ୍ମାନ ମିଳିବା ସହିତ ବିଦେଶା ଗତ ହେବାର ସୁଯୋଗ ରହିଛି । ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ

ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

 

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :