• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th April 2023: ଏହି ରାଶିର ବ୍ୟକ୍ତିଙ୍କୁ ବ୍ୟବସାୟ କ୍ଷେତ୍ରରେ ସଫଳତା ମିଳିବ

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ରବିବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୧୦ମୀ ରାତ୍ରି ୦୮.୨୯ ଗତେ ୧୧ଶୀ ,ଘାତ ଚନ୍ଦ୍ର – କର୍କଟ , ମକର ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୧ପାଦ – କୃଷିହାନି,- ଭୂମିଦାନ ।

Virgo

କନ୍ୟା

Sunday 30 Apr 2023

ଉ- ଫାଲ୍‌ଗୁନୀ- ପରିବହନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି । ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେବେ ଏବଂ ସଫଳତା ଅବଶ୍ୟ ପାଇବେ ।

ହସ୍ତା- ରାଜନୀତିରେ ବିରୋଧିଙ୍କ ପ୍ରତି ସାବଧାନ ରୁହନ୍ତୁ କ୍ଷ ସଭା ସମିତି ପ୍ରଭୁତିରୁ ଅଶ୍ୱସ୍ଥି ଲାଭ କରିବେ । ସାମ୍ବାଦିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ ।

ଚିତ୍ରା- କଚେରୀ ମାମଲା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ । ମହିଳା ମାନେ ନିଜର ବ୍ୟବହାର ପ୍ରତି ଧ୍ୟାନ ଦିଅନ୍ତୁ । ଛାତ୍ର ଛାତ୍ରୀ ମାନେ ପାଠ ପଢାରେ ଅନ୍ୟମନସ୍କ ହୋଇ ପାରନ୍ତି । ଉଦ୍ଧିଷ୍ଟ କାର୍ଯ୍ୟ ସିଦ୍ଧି ହେବ

ପ୍ରତିକାର - ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :