• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th April 2023: ଏହି ରାଶିର ବ୍ୟକ୍ତିଙ୍କୁ ବ୍ୟବସାୟ କ୍ଷେତ୍ରରେ ସଫଳତା ମିଳିବ

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ରବିବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୧୦ମୀ ରାତ୍ରି ୦୮.୨୯ ଗତେ ୧୧ଶୀ ,ଘାତ ଚନ୍ଦ୍ର – କର୍କଟ , ମକର ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୧ପାଦ – କୃଷିହାନି,- ଭୂମିଦାନ ।

Libra

ତୁଳା

Sunday 30 Apr 2023

ଚିତ୍ରା- କାର୍ଯ୍ୟ କ୍ଷେତ୍ରରେ କୁଶଳତାପୂର୍ବକ ନିଜର ଅଭିଳାଷ ପୂରଣ କରିବେ । ବ୍ୟବସାୟରେ ପ୍ରଭାବ ବିସ୍ତାର କରିବେ । ଚାକିରିରେ ତୀକ୍ଷ୍ମ ବୃଦ୍ଧିମତାର ପରିଚୟ ଦେବେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ

ସ୍ୱାତୀ- ରାଜନିତିରେ ସତ୍ୟବାଦି ହେବେ । ଲେଖାପଢାରେ ଧନ ଅର୍ଜନ କରିବେ । କାମ ଗୁଡିକ ସୁରୁଖୁରୁରେ ହେଇଯିବ । ନିଜର ଭଲ ବ୍ୟବହାର ଦେଖାଇ ସମସ୍ତଙ୍କ ମନ ଜିତିବେ

ବିଶାଖା- ପାରିବାରିକ କ୍ଷେତ୍ରରେ ଆଶା ଆଶ୍ୱସନା ପାଇ ପାରନ୍ତି । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ମହିଳା ମାନେ କର୍ମ କ୍ଷେତ୍ରରେ ନିଯୁକ୍ତି ପାଇ ପାରନ୍ତି ।

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :