• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th April 2023: ଏହି ରାଶିର ବ୍ୟକ୍ତିଙ୍କୁ ବ୍ୟବସାୟ କ୍ଷେତ୍ରରେ ସଫଳତା ମିଳିବ

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ରବିବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୧୦ମୀ ରାତ୍ରି ୦୮.୨୯ ଗତେ ୧୧ଶୀ ,ଘାତ ଚନ୍ଦ୍ର – କର୍କଟ , ମକର ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୧ପାଦ – କୃଷିହାନି,- ଭୂମିଦାନ ।

Scorpio

ବିଛା

Sunday 30 Apr 2023

ବିଶାଖା- ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଭାଇ-ଭଉଣୀଙ୍କ ଭିତରେ ସଂପର୍କ ଭଲ ରହିବ ।

ଅନୁରାଧା- ଚାକିରିଆଙ୍କୁ ଅଫିସ୍ କାମରେ ଦୂର ଜାଗାକୁ ଯାତ୍ରା କରିବେ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ ।

ଜ୍ୟୋଷ୍ଠା- ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀ ମାନେ ପଢାପଢିରେ ମନଭାବ ପ୍ରକାଶ କରିବେ । ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି

ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :