• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th April 2023: ଏହି ରାଶିର ବ୍ୟକ୍ତିଙ୍କୁ ବ୍ୟବସାୟ କ୍ଷେତ୍ରରେ ସଫଳତା ମିଳିବ

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ରବିବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୧୦ମୀ ରାତ୍ରି ୦୮.୨୯ ଗତେ ୧୧ଶୀ ,ଘାତ ଚନ୍ଦ୍ର – କର୍କଟ , ମକର ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୧ପାଦ – କୃଷିହାନି,- ଭୂମିଦାନ ।

Sagittarius

ଧନୁ

Sunday 30 Apr 2023

ମୂଳା- ଭାତୃ ସଂପର୍କରେ ଉନ୍ନତି ଘଟିବ । ବ୍ୟବସାୟୀ ମାନେ ମୂଳ ଧନରୁବି କ୍ଷତି କରିପାରନ୍ତି । ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ । ବାହାରକୁ ବୁଲି ଯିବାର ଯୋଜନା କରିପାରନ୍ତି

ପୂ, ଷାଢା- ନୂତନ କର୍ମ କ୍ଷେତ୍ରରେ ଯୋଗଦାନ ଦେଇ ପାରନ୍ତି । ରାଜନୀତିରେ ଯୋଗ୍ୟତା ଅନୁସାରେ ପଦବୀ ମିଳିପାରେ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ 

ଉ, ଷାଢା- ନୂଆ ଜମି କିଣିବା ଆଗରୁ ଶୁଭ ମୂହୁର୍ତ ଦେଖି କିଣନ୍ତୁ । ଭଗବାନଙ୍କୁ ସ୍ମରଣ ଦ୍ୱାରା ମନସ୍କାମନା ପୂରଣ ହେବ । ଟଙ୍କା, ପଇସାକୁ ନେଇ ଆପଣଙ୍କ ଚିନ୍ତା ଦୂର ହେବ

ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :