• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th April 2023: ଏହି ରାଶିର ବ୍ୟକ୍ତିଙ୍କୁ ବ୍ୟବସାୟ କ୍ଷେତ୍ରରେ ସଫଳତା ମିଳିବ

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ରବିବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୧୦ମୀ ରାତ୍ରି ୦୮.୨୯ ଗତେ ୧୧ଶୀ ,ଘାତ ଚନ୍ଦ୍ର – କର୍କଟ , ମକର ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୧ପାଦ – କୃଷିହାନି,- ଭୂମିଦାନ ।

Capricorn

ମକର

Sunday 30 Apr 2023

ଉ, ଷାଢା- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପିଡା ଅପେକ୍ଷା କୃତ କମ ରହିବ । ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବେ

ଶ୍ରବଣା- କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ । ଆଜି କୈାଣସି ଆନୁଷ୍ଠାନିକ କାମରେ ନିୟ୍ୟେଜିତ ରହିବେ । ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ

ଧନିଷ୍ଠା- ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ । ମହିଳା ମାନେ କରିଥିବା ଆଶା ପୂରଣ ହୋଇପାରେ । ପୁରୁଣା ଗାଡି ବିକିବାରେ ମନ ବଳାଇବେ

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :