• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th April 2024: ଆଜି ଏହି ରାଶିର ବ୍ୟକ୍ତି ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୩୦ ତାରିଖ ମଙ୍ଗଳବାର,ଚନ୍ଦ୍ର- ଧନୁ ଦିବା ୧୦.୩୫ ଗତେ ମକର,ତିଥି-୬ଷ୍ଠୀ ପ୍ରାତଃ ୦୭.୦୫ ଗତେ ୭ମୀ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର, ଦିବା ୧୦.୩୫ ଗତେ ସିଂହ ରାଶିର ଘାତବାର- ମକର ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶ ହାନି-ଭୂମି ଓ ତିଳକାଞ୍ଚନ ଦାନ ପ୍ରାତଃ ୦୭.୦୫ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୪.୦୮ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ।

Aries

ମେଷ

Tuesday 30 Apr 2024

ଅଶ୍ୱନୀ- ସ୍ୱାସ୍ଥ୍ୟ ସମ୍ବନ୍ଧରେ ସମସ୍ୟା ଦୂର ହେବ । ଭାତୃ ସଂପର୍କରେ ଉନ୍ନତି ଘଟିବ । ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । କାର‌୍ୟ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ

କୃତିକା- ବ୍ୟବସାୟରେ କ୍ଷତି ଘଟିବା ଯୋଗୁ କ୍ରମେ କାରବାର ସଙ୍କୁଚିତ ହେବ । ଛାତ୍ରଛାତ୍ରୀ ମାନେ ପଢାପଢିରେ ଉନ୍ନତି କରିବେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ଚାକିରିରେ ଅପଦସ୍ତ ହୋଇପାରନ୍ତି

ଦ୍ୱିଜା- ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । କୋର୍ଟ ମାମଲାରେ ବିଜୟ ଲାଭ କରିବେ ।

ପ୍ରତିକାର - ସୂର‌୍ୟ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :