Daily Horoscope 30th April 2024: ଆଜି ଏହି ରାଶିର ବ୍ୟକ୍ତି ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ
/odishatv-khabar/media/media_files/uploadimage/library/16_9/16_9_0/IMAGE_1714444910-245889.jpg)
ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୩୦ ତାରିଖ ମଙ୍ଗଳବାର,ଚନ୍ଦ୍ର- ଧନୁ ଦିବା ୧୦.୩୫ ଗତେ ମକର,ତିଥି-୬ଷ୍ଠୀ ପ୍ରାତଃ ୦୭.୦୫ ଗତେ ୭ମୀ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର, ଦିବା ୧୦.୩୫ ଗତେ ସିଂହ ରାଶିର ଘାତବାର- ମକର ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶ ହାନି-ଭୂମି ଓ ତିଳକାଞ୍ଚନ ଦାନ ପ୍ରାତଃ ୦୭.୦୫ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୪.୦୮ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
