Advertisment

Daily Horoscope 30th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ...

author-image
Namita Biswal
Daily Horoscope 30th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ...
ପ୍ରେମ ଜୀବନ ମଧୁର ମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ । କର୍ମ କ୍ଷେତ୍ରରେ ଅବହେଳା ପ୍ରଦର୍ଶନ କରିବେ । ବିରୋଧୀମାନଙ୍କ ସହ ଦୃଢ ମୁକାବିଲା କରିବେ । ଧର୍ମ ପୁସ୍ତକ ପଢିବାରେ ଆଗ୍ରହ ବଢି । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତ୍ତା ହୁଅନ୍ତୁ ।