ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ମଙ୍ଗଳବାର ତିଥି – ୩ୟା ଦିବା ୦୩/୩୩ ଗତେ ୪ର୍ଥୀ ଚନ୍ଦ୍ର – କନ୍ୟା ଅହୋରାତ୍ର ଘାତ ଚନ୍ଦ୍ର- ବୃଷ ରାଶିର ଅହୋରାତ୍ର ଘାତ ବାର –ମକର ରାଶିର ପୁଷ୍କର ଦୋଷ – ୧ ପାଦ- କୃଷିହାନି-ଭୂମିହାନି