Daily Horoscope 30th August 2022: ଆଜି ଏହି ରାଶିର ବ୍ୟକ୍ତି ଶୁଭ ଖବର ପାଇବେ

ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ମଙ୍ଗଳବାର ତିଥି – ୩ୟା ଦିବା ୦୩/୩୩ ଗତେ ୪ର୍ଥୀ ଚନ୍ଦ୍ର – କନ୍ୟା ଅହୋରାତ୍ର ଘାତ ଚନ୍ଦ୍ର- ବୃଷ ରାଶିର ଅହୋରାତ୍ର ଘାତ ବାର –ମକର ରାଶିର ପୁଷ୍କର ଦୋଷ – ୧ ପାଦ- କୃଷିହାନି-ଭୂମିହାନି

Aries

ମେଷ

Tuesday 30 Aug 2022

ଅଶ୍ୱନୀ – ନିତିଦିନିଆ କାମରେ ସଫଳତା ପାଇବେ

ଦ୍ୱିଜା – କଳା କ୍ଷେତ୍ରରେ ଥିବା ଲୋକଙ୍କୁ ଉନ୍ନତିର ନୂଆ ମାର୍ଗ ମିଳିବ

କୃତିକା – ସନ୍ତାନଙ୍କ ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି

ପ୍ରତିକାର - ହନୁମାନଙ୍କର ଦର୍ଶନ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :