• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ଯେକୌଣସି କାମ କରିବା ବେଳେ ମନକୁ ଶାନ୍ତ ରଖନ୍ତୁ । କର୍ମକ୍ଷେତ୍ରରେ ଅଧିକାରୀ ଖୁସି ରହିବା ହେତୁ ଆପଣଙ୍କ ଦରମା ବଢିପାରେ । ଅଧ୍ୟାପକଙ୍କ ଲାଗି ଧନର ନୂଆ ମାର୍ଗ ଖୋଲିବ।

Aries

ମେଷ

Friday 30 Aug 2024

ଅଶ୍ୱନୀ- ସାଂସାରିକ ସ୍ୱାଧିନତା ରହିବ । ବାହାରକୁ ବୁଲି ଯିବାର ଯୋଜନା କରିପାରନ୍ତି । ବାଣିଜ୍ୟରେ ମନ୍ଥରତା ରହିବ । ପଦ ମର‌୍ୟ୍ୟାଦା ବୃଦ୍ଧି ପାଇବ । ଅସୁବିଧାରେ ପଡି ବିରକ୍ତି ଭାବ ପ୍ରକାଶ କରିବେ । ଅଫିସରେ ଲାଗିରହିଥିବା ଅଶାନ୍ତିର ସମାପ୍ତି ହେବ।

ଦ୍ୱିଜା-କାରବାରରେ ସଫଳତା ପାଇବେ । ଲେଖାପଢା ପ୍ରତି ଆଗ୍ରହ ରୁଚି ବଢିବ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ମହିଳାମାନେ ସରକାରୀ ଚାକିରିର ସୁଯୋଗ ପାଇବେ ।

କୃତିକା- ଧାର ଦେଇଥିବା ପଇସା ଫେରସ୍ତ ପାଇବେ । ପରିବାରରେ ନୂଆ ଦାୟିତ୍ୱ ଗ୍ରହଣ କରିବେ । ବୁଝି ବିଚାରି ସମସ୍ୟାର ସମାଧାନ କରିବେ । ସମାଜ ସେବାରେ ମନ ବଳାଇବେ । ଜମି , ଦଲାଲକୁ ଯଥେଷ୍ଟ ଲାଭ ମିଳିବ ।

ପ୍ରତିକାର - ଗୋମାତାଙ୍କୁ କିଛି ଘାସ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :