• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ଯେକୌଣସି କାମ କରିବା ବେଳେ ମନକୁ ଶାନ୍ତ ରଖନ୍ତୁ । କର୍ମକ୍ଷେତ୍ରରେ ଅଧିକାରୀ ଖୁସି ରହିବା ହେତୁ ଆପଣଙ୍କ ଦରମା ବଢିପାରେ । ଅଧ୍ୟାପକଙ୍କ ଲାଗି ଧନର ନୂଆ ମାର୍ଗ ଖୋଲିବ।

Taurus

ବୃଷ

Friday 30 Aug 2024

କୃତିକା- ସ୍ୱାସ୍ଥ୍ୟ ଭଲ ରହିବା ସହିତ ସବୁ କାର୍ଯ୍ୟ କରି ପାରିବେ । ବ୍ୟବସାୟର ପଥ ସୁଗମ ହେବ । ସଂସାରିକ ଜୀବନ ଖୁବ ଭଲ ରହିବ । ପ୍ରେମ ସମ୍ପର୍କ ମଧୁର ରହିବ।

ରୋହିଣୀ – ଚାକିରି ଆଦି କର୍ମକ୍ଷେତ୍ରରେ ଅପମାନିତ ହୋଇପାରନ୍ତି । ପିଲାମାନେ ପରିଶ୍ରମୀ ହେବେ । ପ୍ରଶାସନିକସ୍ତରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ।

ମୃଗଶିରା – ଜମି ମାମଲା ତୁଟି ଯିବ । ମହିଳାମାନେ ସୁଗୁଣ ହେବେ । କ୍ରୀଡ଼ା, ସଙ୍ଗୀତ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।

ପ୍ରତିକାର – ଶୁକ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :