• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ଯେକୌଣସି କାମ କରିବା ବେଳେ ମନକୁ ଶାନ୍ତ ରଖନ୍ତୁ । କର୍ମକ୍ଷେତ୍ରରେ ଅଧିକାରୀ ଖୁସି ରହିବା ହେତୁ ଆପଣଙ୍କ ଦରମା ବଢିପାରେ । ଅଧ୍ୟାପକଙ୍କ ଲାଗି ଧନର ନୂଆ ମାର୍ଗ ଖୋଲିବ।

Aquarius

କୁମ୍ଭ

Friday 30 Aug 2024

ଧନିଷ୍ଠା- ଯେକୌଣସି କାମ କରିବା ବେଳେ ମନକୁ ଶାନ୍ତ ରଖନ୍ତୁ । କର୍ମକ୍ଷେତ୍ରରେ ଅଧିକାରୀ ଖୁସି ରହିବା ହେତୁ ଆପଣଙ୍କ ଦରମା ବଢିପାରେ । ଅଧ୍ୟାପକଙ୍କ ଲାଗି ଧନର ନୂଆ ମାର୍ଗ ଖୋଲିବ।

ଶତଭିଷା- କୌଣସି ଶୁଭ କର୍ମ କରିବା ପାଇଁ ଯୋଜନା ପ୍ରସ୍ତୁତ କରିବେ । ଯେତେ ପ୍ରକାର ସୁବିଧା ସୁଯୋଗ କଲେ ମଧ୍ୟ ଅନ୍ୟମାନେ ନିନ୍ଦା ଗାନ କରିବେ । ଆଶା ଅଭିଳାଷା ପୂରଣ ହୋଇପାରେ ।

ପୂ,ଭାଦ୍ରପଦ- ଆପଣଙ୍କୁ ନିଜ ପ୍ରତିଭାରୁ ଯଥେଷ୍ଟ ଲାଭ ମିଳିବ । ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ଜମି ସମସ୍ୟା ସମାଧାନ ହେବ । ଆପଣ ନିଜ କାମରେ ସଫଳତା ଓ ଲାଭ ପାଇବେ ।

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :