• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ଯେକୌଣସି କାମ କରିବା ବେଳେ ମନକୁ ଶାନ୍ତ ରଖନ୍ତୁ । କର୍ମକ୍ଷେତ୍ରରେ ଅଧିକାରୀ ଖୁସି ରହିବା ହେତୁ ଆପଣଙ୍କ ଦରମା ବଢିପାରେ । ଅଧ୍ୟାପକଙ୍କ ଲାଗି ଧନର ନୂଆ ମାର୍ଗ ଖୋଲିବ।

Pisces

ମୀନ

Friday 30 Aug 2024

ପୂ , ଭାଦ୍ରପଦ - ଆପଣଙ୍କ ସମ୍ମାନରେ ଆଞ୍ଚ ଆସିପାରେ । ଆୟ ବଢ଼ିବାରେ ବାଧା ଉପୁଜିବ । ଭାତୃ ମଧ୍ୟରେ ମନ ମାଳିନ୍ୟ ହୋଇପାରେ । ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ।

ଉ , ଭଦ୍ରପଦ - ସଭାସମିତିରେ କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହୋଇଯିବ । କର୍ମ କ୍ଷେତ୍ରରେ ନିଜର ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପିଲାମାନେ ପାଠପଢା ପ୍ରତି ବିମୁଖ ହେବେ ।

ରେବତୀ – ଋଣଗ୍ରସ୍ତ ହୋଇ ନୂତନ ଗୃହ ନିର୍ମାଣ କରି ପାରନ୍ତି । ମହିଳା ମାନେ କୈାଣସି କାରଣରୁ ଦୁଃଖ ପ୍ରକାଶ କରିବେ । କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ।

ପ୍ରତିକାର- ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :