• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ଯେକୌଣସି କାମ କରିବା ବେଳେ ମନକୁ ଶାନ୍ତ ରଖନ୍ତୁ । କର୍ମକ୍ଷେତ୍ରରେ ଅଧିକାରୀ ଖୁସି ରହିବା ହେତୁ ଆପଣଙ୍କ ଦରମା ବଢିପାରେ । ଅଧ୍ୟାପକଙ୍କ ଲାଗି ଧନର ନୂଆ ମାର୍ଗ ଖୋଲିବ।

Gemini

ମିଥୁନ

Friday 30 Aug 2024

ମୃଗଶିରା- ଅନ୍ୟର ସାହାର‌୍ୟ୍ୟ ସମର୍ଥନରେ ଲକ୍ଷ୍ୟହାସଲ କରିପାରିବେ । ଦୂର୍ଘଟଣାର ସମ୍ଭାବନା ଅଛି, ସତର୍କ ରୁହନ୍ତୁ । କର୍ମକ୍ଷେତ୍ରରେ ଜବରଦସ୍ତି ନ୍ୟାୟମିଳିବା ଫଳରେ ପଦୋନ୍ନତି ସୂଚନା ପାଇ ମନ ଆନନ୍ଦ ହେବ । ବ୍ୟବସାୟରେ ଖର୍ଚ୍ଚକୁ ସୀମିତ କରିବାରେ ସକ୍ଷମ ହେବେ।

ଆଦ୍ରା- ନୂଆ ବାହନ କିଣିବାର ଆଶା ପୂରଣ ହୋଇପାରେ । ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ତୁମର ଦକ୍ଷତାକୁ ପୂର୍ଣ୍ଣ ଭାବରେ ବ୍ୟବହାର କରିବେ । ଆତ୍ମବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ ।

ପୁନର୍ବସୁ- ଛାତ୍ରଛାତ୍ରୀ ମାନେ ସ୍ୱାଭିମାନୀ ହେବେ । ଅବହେଳା କରିଥିବା କାର‌୍ୟ୍ୟ ପାଇଁ ଅନୁତାପ କରିବେ । ସତ୍ କର୍ମରେ ବ୍ରତୀ ହୋଇ ପାରନ୍ତି । ଖେଳ କୁଦରେ ଖୁସି ରହିବେ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :