• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ଯେକୌଣସି କାମ କରିବା ବେଳେ ମନକୁ ଶାନ୍ତ ରଖନ୍ତୁ । କର୍ମକ୍ଷେତ୍ରରେ ଅଧିକାରୀ ଖୁସି ରହିବା ହେତୁ ଆପଣଙ୍କ ଦରମା ବଢିପାରେ । ଅଧ୍ୟାପକଙ୍କ ଲାଗି ଧନର ନୂଆ ମାର୍ଗ ଖୋଲିବ।

Cancer

କର୍କଟ

Friday 30 Aug 2024

ପୁନର୍ବସୁ - ପାରିବାରିକ ସମସ୍ୟାକୁ ସମାଧାନ କରିବା ସକାଶେ ଚେଷ୍ଟିତ ହେବେ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ ।

ପୁଷ୍ୟା – ଚାକିରିରେ ସାମାନ୍ୟ ଅବହେଳା କରିବେ । ପିଲାମାନେ ପରିଶ୍ରମ କରି ମଧ୍ୟ ବିଫଳ ହେବେ । ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାର କୌଶଳ ଅବଲମ୍ବନ କରିବାକୁ ପଡ଼ିପାରେ ।

ଅଶ୍ଳେଷା - ବିବାଦୀୟ ଘଟଣାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ । ରାଜନୀତିରେ ପଦବୀ ପ୍ରାପ୍ତ ହୋଇପାରେ । ମହିଳାମାନେ ବନ୍ଧୁଙ୍କ ସହିତ ସମୟ କଟିବେ।

ପ୍ରତିକାର –ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :