• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ଯେକୌଣସି କାମ କରିବା ବେଳେ ମନକୁ ଶାନ୍ତ ରଖନ୍ତୁ । କର୍ମକ୍ଷେତ୍ରରେ ଅଧିକାରୀ ଖୁସି ରହିବା ହେତୁ ଆପଣଙ୍କ ଦରମା ବଢିପାରେ । ଅଧ୍ୟାପକଙ୍କ ଲାଗି ଧନର ନୂଆ ମାର୍ଗ ଖୋଲିବ।

Leo

ସିଂହ

Friday 30 Aug 2024

ମଘା- ପରିବାରରେ ସମସ୍ତଙ୍କୁ ସାହାର‌୍ୟ୍ୟ କରିବାରେ ସଫଳ ହେବେ । ଲୋକଙ୍କୁ ନିଜ ଯୋଜନାରେ ସହମତ କରାଇ ନେବେ । ମହିଳାମାନେ ଜିନିଷ କିଣିବାକୁ ସହରକୁ ଯାଇ ପାରନ୍ତି । ଅଧିକାରୀ ମାନଙ୍କ ସହିତ ବିଶେଷ ମାମଲାରେ କଥାବାର୍ତ୍ତା ହେବେ ।

ପୂ,ଫାଲଗୁନି- ମନରେ ନୂଆ ଆଶା ସୃଷ୍ଟି ହେବ । ବିଦ୍ୟାର୍ଥୀ କ୍ୟାରିୟର ଗଢିବା ଅଧିକ ପରିଶ୍ରମ କରିବେ । ରାଜନେତା ନୂଆ କାର‌୍ୟ୍ୟ ଭାର ଗ୍ରହଣ କରିବେ । କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଦେଖାଦେବ ।

ଉ,ଫାଲଗୁନି- ଅଭାବୀ ଲୋକଙ୍କୁ ସାହାର‌୍ୟ୍ୟ ସହଯୋଗର ହାତ ବଢାଇବେ । ଚାକିରୀ କ୍ଷେତ୍ରରେ ପ୍ରିୟ ପାତ୍ର ହୋଇ ପାରନ୍ତି । କୌଣସି ଦୂର ସ୍ଥାନକୁ ତିର୍ଥ ଯାତ୍ରାର ସୁଯୋଗ ପାଇବେ । ଆପଣଙ୍କ ଆୟ ପୂର୍ବ ପରି ରହିବ । ସମାଜରେ ମାନସମ୍ମାନ ପାଇ ପାରନ୍ତି ।

ପ୍ରତିକାର – ଇଷ୍ଟ ଦେବୀ ମାତଙ୍ଗୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :