• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ଯେକୌଣସି କାମ କରିବା ବେଳେ ମନକୁ ଶାନ୍ତ ରଖନ୍ତୁ । କର୍ମକ୍ଷେତ୍ରରେ ଅଧିକାରୀ ଖୁସି ରହିବା ହେତୁ ଆପଣଙ୍କ ଦରମା ବଢିପାରେ । ଅଧ୍ୟାପକଙ୍କ ଲାଗି ଧନର ନୂଆ ମାର୍ଗ ଖୋଲିବ।

Virgo

କନ୍ୟା

Friday 30 Aug 2024

ଉ , ଫାଲଗୁନୀ – ଶାରୀରିକ ସମସ୍ୟା ଦୂରହେବ । ଶିଳ୍ପ, ବାଣିଜ୍ୟ, ପରିବହନ ସ୍ତରରେ ବ୍ୟସ୍ତତା ଦୂର ହୋଇଯିବ । ସମସ୍ତଙ୍କ ସହିତ ନମ୍ରତା ପୂର୍ଣ୍ଣ ବ୍ୟବହାର କରନ୍ତୁ।

ହସ୍ତା – ପାରିବାରିକ ଜୀବନରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ । ଚାକିରୀକ୍ଷେତ୍ରରେ ଅପବାଦ ସହିବାକୁ ପଡିବ । ପିଲାମାନେ ଅପଯଶ ପାଇପାରନ୍ତି।

ଚିତ୍ରା – ମାଲିମକଦମାରେ ସାମାନ୍ୟ ଅଶାନ୍ତି ଆସିପାରେ । ବନ୍ଧୁମାନଙ୍କ ସହଯୋଗ ହେତୁ ସଫଳତା ହାସଲ କରିବେ। ମହିଳା ମାନେ ଧର୍ମପାରାୟଣ ରହିବେ।

ପ୍ରତିକାର – ମିଠା ଖାଇ ଘରୁ ବାହରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :