• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ଯେକୌଣସି କାମ କରିବା ବେଳେ ମନକୁ ଶାନ୍ତ ରଖନ୍ତୁ । କର୍ମକ୍ଷେତ୍ରରେ ଅଧିକାରୀ ଖୁସି ରହିବା ହେତୁ ଆପଣଙ୍କ ଦରମା ବଢିପାରେ । ଅଧ୍ୟାପକଙ୍କ ଲାଗି ଧନର ନୂଆ ମାର୍ଗ ଖୋଲିବ।

Scorpio

ବିଛା

Friday 30 Aug 2024

ବିଶାଖା – ଆଗରୁ ଭୋଗୁଥିବା ଶାରିରୀକ ସମସ୍ୟାର ଉନ୍ନତି ହେବ । ବ୍ୟବସାୟରେ ତ୍ରିଷ୍ଠି ରହିଲେ ମଧ୍ୟ ଆଶାନୁରୂପକ ଲାଭ ନାହିଁ । ପାରିବାରିକ ଜୀବନରେ ଖର୍ଚ୍ଚର ପରିମାଣ ବଢିବ ।

ଅନୁରାଧା – କର୍ମକ୍ଷେତ୍ରରେ ଯେଉଁ କାର‌୍ୟ୍ୟ ହାତକୁ ନେବେ ସେଥିରେ ବିଫଳ ହେବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର‌୍ୟ୍ୟହରା ନ ହୋଇ କାର‌୍ୟ୍ୟ କଲେ ଉପକୃତ ହେବେ । ପିଲାମାନେ ରୋଗାକ୍ରାନ୍ତ ହେବେ।

ଜ୍ୟେଷ୍ଠା – ସାମାଜିକ ସ୍ତରରେ ଗଠନମୂଳକ କାର‌୍ୟ୍ୟରୁ ପ୍ରଶଂସିତ ହେବେ । କୋର୍ଟରେ ଶୁଭ ଫଳ ପାଇବେ । ମହିଳାମାନେ ନିରାଶବାଦୀ ରହିବେ ।

ପ୍ରତିକାର – ସୂର‌୍ୟ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :