• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ଯେକୌଣସି କାମ କରିବା ବେଳେ ମନକୁ ଶାନ୍ତ ରଖନ୍ତୁ । କର୍ମକ୍ଷେତ୍ରରେ ଅଧିକାରୀ ଖୁସି ରହିବା ହେତୁ ଆପଣଙ୍କ ଦରମା ବଢିପାରେ । ଅଧ୍ୟାପକଙ୍କ ଲାଗି ଧନର ନୂଆ ମାର୍ଗ ଖୋଲିବ।

Sagittarius

ଧନୁ

Friday 30 Aug 2024

ମୂଳା- ଭାଇ ବନ୍ଧୁମାନେ ସାହାର‌୍ୟ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ବ୍ୟବସାୟରେ ଲାଭଜନକ ହେବ।

ପୂ,ଷାଢା- ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିରେ ସୁଯୋଗ ପାଇବେ । ସନ୍ଧ୍ୟା ସୁଧା ଭଲ ଖବର ପାଇବେ । ସାମାଜିକ କାର‌୍ୟ୍ୟରେ ଅଧିକ ସମୟ ବିତେଇ ପ୍ରଶଂସା ପାଇବେ । ସହପାଠୀ ଓ ଶିକ୍ଷକଙ୍କର ପୂର୍ଣ୍ଣରୂପେ ସହଯୋଗ ପାଇବେ ।

ଉ,ଷାଢା- ସହକର୍ମୀମାନଙ୍କ ସହିତ ମନୋ ମାଳିନି ଘଟିପାରେ । ଅର୍ଜିତ ଧନ ଓ ମାନ ହାନି ଘଟିପାରେ । ଦୈବୀ ଆଶୀର୍ବାଦରୁ ସମସ୍ୟା ଗୁଡିକ ସେତେ ଗୁରୁତର ହେବ ନାହିଁ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି।

ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :