• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ଯେକୌଣସି କାମ କରିବା ବେଳେ ମନକୁ ଶାନ୍ତ ରଖନ୍ତୁ । କର୍ମକ୍ଷେତ୍ରରେ ଅଧିକାରୀ ଖୁସି ରହିବା ହେତୁ ଆପଣଙ୍କ ଦରମା ବଢିପାରେ । ଅଧ୍ୟାପକଙ୍କ ଲାଗି ଧନର ନୂଆ ମାର୍ଗ ଖୋଲିବ।

Capricorn

ମକର

Friday 30 Aug 2024

ଉ , ଷାଢା - ଶାରୀରିକ ଅସୁସ୍ଥତା ଓ ଧନ ବ୍ୟୟର ସୂଚନା ମିଳିବ । ପିଲାମାନେ ମଧ୍ୟମ ଧରଣର ଫଳ ପାଇବେ । କାମରେ ଭଲ ପ୍ରଦର୍ଶନ ପାଇଁ କିଛି ନୂଆ କରିବେ।

ଶ୍ରବଣା – ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ରାଜନୀତିରେ ସତର୍କ ରହି କାର‌୍ୟ୍ୟ କରନ୍ତୁ । ଚାକିରୀରେ ଅଧିକ ପରିଶ୍ରମ କରିବାକୁ ପଡିବ ।

ଧନିଷ୍ଠା – କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ଭୂ- ସମ୍ପତ୍ତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳାମାନେ ସନ୍ତାନଙ୍କ ଚିନ୍ତାରେ ରହିବେ।

ପ୍ରତିକାର – ମା’ ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :