ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ଶୁକ୍ରବାର । ଚନ୍ଦ୍ର – ମୀନ (ଅହୋରାତ୍ର),ତିଥି- ୮ମୀ ସନ୍ଧ୍ୟା ୦୬.୩୪ ଗତେ ୯ମ,ଘାତ ଚନ୍ଦ୍ର- ଧନୁ ,(ଅହୋରାତ୍ର),ଘାତ ବାର – ବିଛା , ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି
ଧନିଷ୍ଠା – ବାପା, ମାଙ୍କ ଆର୍ଶୀବାଦ ଲକ୍ଷ୍ୟ ସ୍ଥଳରେ ପହଞିବାରେ ସାହାଯ୍ୟ କରିବ । ଟଙ୍କା, ପଇସାକୁ ନେଇ ଆପଣଙ୍କ ଚିନ୍ତା ଦୂର ହେବ । କବିଙ୍କର କୈାଣସି କବିତାରେ ପ୍ରଂଶସା ହୋଇପାରେ । କୈାଣସି ଅସ୍ଥାୟୀ କାର୍ଯ୍ୟ ସ୍ଥାୟୀ ହୋଇପାରେ । କୈାଣସି ପୁରୁଣା ବିବାଦର ସମ୍ମୁଖିନ କରିବାକୁ ପଡିବ
ଶତଭିଷା – ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି । ଅଜଣା ଶତୃ ଆପଣଙ୍କର କ୍ଷତି କରି ପାରନ୍ତି । ଆର୍ଥୀକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ । ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । ଭଗବାନଙ୍କୁ ସୁମରଣ ଦ୍ୱାରା ମନସ୍କାମନା ପୂରଣ ହେବ । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିବେ । ପଢାପଢିରେ ଓ ପରିକ୍ଷାରେ ସମଫଳ ମିଳିବ ।
ପୂ , ଭାଦ୍ରପଦ – ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ୟ୍ୟକୁ ହାତକୁ ନେବେ । ବ୍ୟବସାୟୀ ନିଜର ଜରୁରୀ କାଗଜ ପତ୍ର ସମ୍ଭାଳି ରଖନ୍ତୁ । ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ । କୈାଣସି କାର୍ୟ୍ୟରେ ସଫଳତାରେ ବିଘ୍ନ ଆସିପାରେ । ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । କୈାଣସି ମହତ୍ୱ ପୂର୍ଣ୍ଣ ଦାୟିତ୍ୱ ସମ୍ପର୍ଣ୍ଣ କରି ପାରନ୍ତି ।
ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮