• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th Dec 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ବିଦେଶ ଭ୍ରମଣ ଯୋଗ ରହିଛି

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ଶୁକ୍ରବାର । ଚନ୍ଦ୍ର – ମୀନ (ଅହୋରାତ୍ର),ତିଥି- ୮ମୀ ସନ୍ଧ୍ୟା ୦୬.୩୪ ଗତେ ୯ମ,ଘାତ ଚନ୍ଦ୍ର- ଧନୁ ,(ଅହୋରାତ୍ର),ଘାତ ବାର – ବିଛା , ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି

Pisces

ମୀନ

Friday 30 Dec 2022

ପୂ , ଭାଦ୍ରପଦ - ପ୍ରେମ ଜୀବନ ମଧୁର ମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ । କୈାଣସି ନୂତନ ଯାନବାହନ କିଣି ପାରନ୍ତି । କର୍ମ କ୍ଷେତ୍ରରେ ଅବହେଳା ପ୍ରଦର୍ଶନ କରିବେ । ବିରୋଧୀ ମାନଙ୍କ ସହ ଦୃଢ ମୁକାବିଲା କରିବେ ।

ଉ , ଭଦ୍ରପଦ - ଧର୍ମ ଷ୍ପୁସ୍ତକ ପଢିବାରେ ଆଗ୍ରହ ବଢିବ । ରାଜନେତା ନୂଆ କାର‌୍ୟ୍ୟ ଭାର ଗ୍ରହଣ କରିବେ । ସାମାଜିକ କ୍ଷେତ୍ରରେ ଯଶ ବଢିବ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତା ହୁଅନ୍ତୁ । ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ ।

ରେବତୀ – ଅଫିସରେ କୈାଣସି ମହତ୍ୱ ପୂର୍ଣ୍ଣ କାର‌୍ୟ୍ୟ ମିଳିବ । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ । ନୂଆ ଲୋକଙ୍କ ସହିତ ହାତେ ମାପି ଚାଖଣ୍ଡେ ଚାଲନ୍ତୁ ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :