• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th Dec 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ବିଦେଶ ଭ୍ରମଣ ଯୋଗ ରହିଛି

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ଶୁକ୍ରବାର । ଚନ୍ଦ୍ର – ମୀନ (ଅହୋରାତ୍ର),ତିଥି- ୮ମୀ ସନ୍ଧ୍ୟା ୦୬.୩୪ ଗତେ ୯ମ,ଘାତ ଚନ୍ଦ୍ର- ଧନୁ ,(ଅହୋରାତ୍ର),ଘାତ ବାର – ବିଛା , ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି

Leo

ସିଂହ

Friday 30 Dec 2022

ମଘା – ଆପଣଙ୍କ ସ୍ୱଭାବ ଟିକେ କୋମଳ କରନ୍ତୁ । ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ । ଭାଇ-ବନ୍ଧୁଙ୍କ ସହିତ ସମ୍ପର୍କ ଭଲ ରହିବ । ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ରହିବ ।

ପୂ , ଫାଲଗୁନୀ - ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ନିଜର ଭଲ କାମ ପାଇଁ ପ୍ରଂଶସିତ ହେବେ । ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ । ଅଫିସରେ ଆଜି ନିଜ କାମକୁ ନେଇ ବ୍ୟସ୍ତ ରହିବେ । ମହିଳା ମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି ।

ଉ ,ଫାଲଗୁନୀ – କିଣା ବିକା ବେଳେ ସାବଧନତା ଅବଲମ୍ବନ କରନ୍ତୁ । ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ । ନୂଆ କାର‌୍ୟ୍ୟ ପାଇଁ ପ୍ଲାଲିଙ୍ଗ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ । ପୁରା ସମୟ ଆନନ୍ଦ ଦାୟକ ରହିବ ଏବଂ ଚିନ୍ତା ମୁକ୍ତ ରହିବେ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ

ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :