• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th Dec 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ବିଦେଶ ଭ୍ରମଣ ଯୋଗ ରହିଛି

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ଶୁକ୍ରବାର । ଚନ୍ଦ୍ର – ମୀନ (ଅହୋରାତ୍ର),ତିଥି- ୮ମୀ ସନ୍ଧ୍ୟା ୦୬.୩୪ ଗତେ ୯ମ,ଘାତ ଚନ୍ଦ୍ର- ଧନୁ ,(ଅହୋରାତ୍ର),ଘାତ ବାର – ବିଛା , ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି

Scorpio

ବିଛା

Friday 30 Dec 2022

ବିଶାଖା – ବଳିଷ୍ଠଙ୍କ ସହିତ କଥା ହେବା ବେଳେ ସଂଯମ ରଖନ୍ତୁ । ବ୍ୟବସାୟ ବିଷୟରେ ଭଲ କଥା କହିବେ । ପାରିବାରିକ ଜୀବନ ଆମୋଦ ଦାୟକ ହେବ । ଭାଗ୍ୟ ଉଦ୍ୟୋଗି ହେବା ସହିତ, ବାଣିଜ୍ୟରେ ଲାଭ ମିଳିବ । ସ୍ୱାସ୍ଥ୍ୟ ସାଧାରଣତଃ ଉତମ ରହିବ । ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ

ଅନୁରାଧା –ଆପଣଙ୍କ କଳାତ୍ମକ ବଢିପାରେ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ମହିଳା ମାନେ ପରିବାରରେ ଉତ୍କଷ୍ଟ ମନୋଭାବ ଜାଗ୍ରତ କରିବେ । ଛାତ୍ରଛାତ୍ରି ମାନେ ପ୍ରତିଯୋଗିତା ସଫଳତା ଲାଭ କରିବେ । ଅବିବାହିତ ମାନଙ୍କ ପାଇଁ ବିବାହ ପ୍ରସ୍ତାବ ସ୍ତିରିକୃତ ହେବ

ଜ୍ୟେଷ୍ଠା – ପୈାତ୍ରିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତୀୟ ବ୍ୟକ୍ତି ଲାଭବାନ୍ ହେବ । ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର‌୍ୟ୍ୟକୁ ହାତକୁ ନେବେ । କିଛି ଜିନିଷ ଦ୍ୱାରା ଆପଣ ଆଘାତ ପାଇ ପାରନ୍ତି । ବାହ୍ୟ ଶତୃଙ୍କ ଠାରୁ ଦୂରରେ ରହିଲେ ଭଲ

ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :