• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th Dec 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ବିଦେଶ ଭ୍ରମଣ ଯୋଗ ରହିଛି

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ଶୁକ୍ରବାର । ଚନ୍ଦ୍ର – ମୀନ (ଅହୋରାତ୍ର),ତିଥି- ୮ମୀ ସନ୍ଧ୍ୟା ୦୬.୩୪ ଗତେ ୯ମ,ଘାତ ଚନ୍ଦ୍ର- ଧନୁ ,(ଅହୋରାତ୍ର),ଘାତ ବାର – ବିଛା , ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି

Sagittarius

ଧନୁ

Friday 30 Dec 2022

ମୂଳା – ମନ ମୁତାବକ କାମ ସଂପୂର୍ଣ୍ଣ ହେବ । ଆୟ ଅନୁଯାୟୀ ହାତ ଖୋଲା ଖର୍ଚ୍ଚ କରିବେ । ନାନା ଚିନ୍ତାରେ ମାନସିକ ଅସ୍ଥିରତା ବଢିବ । । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ଶତୃମାନଙ୍କର କ୍ରୋନ୍ତରୁ ଅଳ୍ପକେ ରକ୍ଷା ପାଇବେ । ମହିଳା ମାନେ ପୂଜା, ପାଠରେ ମନ ଲଗାଇବେ ।

ପୂ , ଷାଢା –ଅନ୍ଲାଇନ ବ୍ୟବସାୟ କରିବାକୁ ଭାବିବେ । ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ । ଜୀବନରେ କିଛି ପରିବର୍ତନ କରିବାକୁ ଚେଷ୍ଟା କରିବେ । ବ୍ୟୟ ବୃଦ୍ଧି ଦେଖାଦେଲେ ମଧ୍ୟ , ଆୟ ବଜାୟ ରହିବ ।

ଉ , ଷାଢା –ପିତାମାତାଙ୍କ ଓ ସହଯୋଗ ପାଇବେ । ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ । ସକାରତ୍ମକ ବିଚାର କ୍ୟାରିୟରକୁ ନୂଆ ଦିଶା ଦେବ । ଖେଳକୁଦରେ ମନ ଦେବେ । ଫିଲ୍ମି ଉଦ୍ୟୋଗି କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ

ପ୍ରତିକାର – ମାଆ ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :