• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th January 2023: ଆଜି ଏହି ରାଶିର ବ୍ୟକ୍ତି ନୂତନ ଜିନିଷ କ୍ରୟ କରିପାରନ୍ତି

ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ସୋମବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୯ମୀ ଦିବା ୧୨.୧୨ ଗତେ ୧୦ମୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର- ମିଥୁନ,ପୁଷ୍କର ଦୋଷ – ୧ ପାଦ-କୁଟୁମ୍ଭହାନି-ତିଳକାଞନ ଦାନ ରାତ୍ରି ୧୦.୧୫ ପର୍ଯ୍ୟନ୍ତ ।

Taurus

ବୃଷ

Monday 30 Jan 2023

କୃତିକା- ଅନିୟମିତ ଆହାର ଯୋଗୁ ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ । ପାରିବାରିକ,ଲୋକ ସମ୍ପର୍କ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ 

ରୋହିଣୀ- ଗବେଷଣା, ଅନୁସନ୍ଧାନ, ରଚନାମତ୍କ କାର‌୍ୟ୍ୟ ତଥା ଅଧ୍ୟୟନରେ ଉନ୍ନତି କରିବେ । ଅସଂଯତ କାର‌୍ୟ୍ୟ କଳାପ ଜନିତ ଅଭିଯୋଗ ଦ୍ୱାରା ଉଚ୍ଚ ବର୍ଗଙ୍କ ଠାରୁ ସମାଲୋଚିତ ହେବେ।

ମୃଗଶିରା- ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଘରର ସୀମା ବା ସଂପତିକୁ ନେଇ ଆକସ୍ମିକ କଳହ ଲାଗିପାରେ । ବ୍ୟସ୍ତତା ଭିତରେ ସମୟ ବିତାଇବେ ।

ପ୍ରତିକାର – ମାଆ କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :