• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th January 2023: ଆଜି ଏହି ରାଶିର ବ୍ୟକ୍ତି ନୂତନ ଜିନିଷ କ୍ରୟ କରିପାରନ୍ତି

ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ସୋମବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୯ମୀ ଦିବା ୧୨.୧୨ ଗତେ ୧୦ମୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର- ମିଥୁନ,ପୁଷ୍କର ଦୋଷ – ୧ ପାଦ-କୁଟୁମ୍ଭହାନି-ତିଳକାଞନ ଦାନ ରାତ୍ରି ୧୦.୧୫ ପର୍ଯ୍ୟନ୍ତ ।

Aquarius

କୁମ୍ଭ

Monday 30 Jan 2023

ଧନିଷ୍ଠା- ବେପାର, ବାଣିଜ୍ୟ ତଥାରୁ ସୁଫଳ ପାଇବେ। କିଣାବିକା ବ୍ୟବସାୟ ଲାଗି ଦିନଟି ଭଲ ରହିବ । ମନ ଭିତର କଥାକୁ ସାମ୍ନାରେ ପ୍ରକାଶ କରିବେ । ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇ ପାରନ୍ତି ।

ଶତଭିଷା- ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନାହିଁ । କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ଆଦୃତି ଲାଭ କରିବେ । ରାଜନୈତିକ କ୍ଷେତ୍ରରେ ସାଙ୍ଗଠନିକ କାର‌୍ୟ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।

ପୂ, ଭାଦ୍ରପଦ- ନୂତନ ବସ୍ତ୍ରାଳଙ୍କାର ପାଇଁ ମନ ବଳାଇପାରନ୍ତି । ରାଜନିତିରେ ନିଜର ଯୋଗ୍ୟତା ଅନୁସାରେ ପଦବୀ ମିଳିପାରେ । ବିଦେଶ ଆଗମନର ସୁଯୋଗ ଆସିବ ।

ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :