• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th January 2023: ଆଜି ଏହି ରାଶିର ବ୍ୟକ୍ତି ନୂତନ ଜିନିଷ କ୍ରୟ କରିପାରନ୍ତି

ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ସୋମବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୯ମୀ ଦିବା ୧୨.୧୨ ଗତେ ୧୦ମୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର- ମିଥୁନ,ପୁଷ୍କର ଦୋଷ – ୧ ପାଦ-କୁଟୁମ୍ଭହାନି-ତିଳକାଞନ ଦାନ ରାତ୍ରି ୧୦.୧୫ ପର୍ଯ୍ୟନ୍ତ ।

Pisces

ମୀନ

Monday 30 Jan 2023

ପୂ, ଭାଦ୍ରପଦ- ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ରୋଗରେ କଷ୍ଟ ପାଇବେ । ପାରିବାରିକ ସମସ୍ୟା ମଧ୍ୟ ସମାଧାନ ହୋଇଯିବ । ଆଜିର ଦୂରଯାତ୍ରା ସଫଳ ହେବ ଓ ଲକ୍ଷ୍ୟ ହାସଲରେ ସମର୍ଥ ହୋଇପାରିବେ।

ଉ, ଭାଦ୍ରପଦ- କୌଣସି ବନ୍ଧୁଙ୍କ ସକାଶେ କଷ୍ଟ ସ୍ବୀକାର କରିବାକୁ ପଡ଼ିପାରେ । ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ, କିନ୍ତୁ କାମ ଅଟକିବ ନାହିଁ ।

ରେବତୀ- ସାମାଜିକ ସ୍ତରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ । ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ନିଜର ଲୋକମାନେ ମଧ୍ୟ ବିରୁଦ୍ଧାଚରଣ କରିପାରନ୍ତି ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :