• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th January 2023: ଆଜି ଏହି ରାଶିର ବ୍ୟକ୍ତି ନୂତନ ଜିନିଷ କ୍ରୟ କରିପାରନ୍ତି

ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ସୋମବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୯ମୀ ଦିବା ୧୨.୧୨ ଗତେ ୧୦ମୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର- ମିଥୁନ,ପୁଷ୍କର ଦୋଷ – ୧ ପାଦ-କୁଟୁମ୍ଭହାନି-ତିଳକାଞନ ଦାନ ରାତ୍ରି ୧୦.୧୫ ପର୍ଯ୍ୟନ୍ତ ।

Gemini

ମିଥୁନ

Monday 30 Jan 2023

ମୃଗଶିରା- ପରିବେଶରେ କୌଣସି ବ୍ୟକ୍ତିଙ୍କ ସହ ମିତ୍ର ବନ୍ଧନରେ ଆବଦ୍ଧ ହେବେ । ଆର୍ଥିକ ସ୍ଥିତିରେ ବିଶେଷ ପରିବର୍ତ୍ତନ ଦେଖାଯିବ ନାହିଁ । ବାଣିଜ୍ୟ, ବ୍ୟବସାୟରେ କେତେକ ପ୍ରତିବନ୍ଧକ ଲକ୍ଷ୍ୟ କରାଯାଇପାରେ ।

ଆଦ୍ରା- ସହକର୍ମୀଙ୍କ ସହାନୁଭୂତି ଯୋଗୁ ସ୍ଥଗିତ କାମ ସଂପନ୍ନ କରିବାରେ ଅସୁବିଧା ହେବ ନାହିଁ । ସାଂସ୍କୃତିକ କାମରେ କିମ୍ବା ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।

ପୁନର୍ବସୁ- ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିପାରିବେ ନାହିଁ । କଚେରି ମାମଲା ମନ୍ଥର ହୋଇପାରେ । ସମ୍ପତି ବୃଦ୍ଧି ହୋଇପାରେ ।

ପ୍ରତିକାର – ମାଆ ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :