• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th January 2023: ଆଜି ଏହି ରାଶିର ବ୍ୟକ୍ତି ନୂତନ ଜିନିଷ କ୍ରୟ କରିପାରନ୍ତି

ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ସୋମବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୯ମୀ ଦିବା ୧୨.୧୨ ଗତେ ୧୦ମୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର- ମିଥୁନ,ପୁଷ୍କର ଦୋଷ – ୧ ପାଦ-କୁଟୁମ୍ଭହାନି-ତିଳକାଞନ ଦାନ ରାତ୍ରି ୧୦.୧୫ ପର୍ଯ୍ୟନ୍ତ ।

Cancer

କର୍କଟ

Monday 30 Jan 2023

ପୁନର୍ବସୁ- ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ, ଚିନ୍ତା ନ କରି ପ୍ରତିକାର ବ୍ୟବସ୍ଥା ଗ୍ରହଣ କଲେ ଉପକୃତ ହେବେ । ପାଖ,ପଡ଼ୋଶୀଙ୍କ ସହ ସୁସମ୍ପର୍କ ସ୍ଥାପନ କରିବା ପାଇଁ ମନ ବଳାଇବେ।

ପୁଷ୍ୟା- କର୍ମକ୍ଷେତ୍ରରେ ସତ୍ୟ କହି ବିବାଦୀୟ ହୋଇପାରନ୍ତି । ନିଜର ବଳିଷ୍ଠ ବ୍ୟକ୍ତିତ୍ୱ ପ୍ରଭାବରୁ କୌଣସି କାମ ଅଟକି ରହିବ ନାହିଁ । କର୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ ।

ଅଶ୍ଳେଷା- କୋର୍ଟ,କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ମହିଳା ମାନେ ପୂଜା ପାଠରେ ମନୋନିବେଶ କରିବେ । ଛାତ୍ର ଛାତ୍ରୀ ମାନେ ବନ୍ଧୁଙ୍କ ସହଯୋଗରେ ଆଗକୁ ଆଗେଇ ଚାଲିବେ ।

ପ୍ରତିକାର – ମାଆ ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :