• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th January 2023: ଆଜି ଏହି ରାଶିର ବ୍ୟକ୍ତି ନୂତନ ଜିନିଷ କ୍ରୟ କରିପାରନ୍ତି

ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ସୋମବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୯ମୀ ଦିବା ୧୨.୧୨ ଗତେ ୧୦ମୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର- ମିଥୁନ,ପୁଷ୍କର ଦୋଷ – ୧ ପାଦ-କୁଟୁମ୍ଭହାନି-ତିଳକାଞନ ଦାନ ରାତ୍ରି ୧୦.୧୫ ପର୍ଯ୍ୟନ୍ତ ।

Leo

ସିଂହ

Monday 30 Jan 2023

ମଘା- ଆପଣଙ୍କ ଭୁଲ୍ ନିଷ୍ପତ୍ତି ପରିବାରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି କରିବ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି କାମ ହାସଲର କରିପାରନ୍ତି । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି ।

ପୂ- ଫାଲ୍‌ଗୁନୀ- ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ । ଆପଣଙ୍କୁ ପୁରସ୍କାର ମିଳିବାର ଯୋଗ ରହିଛି କ୍ଷମତା ଶାଳୀ ହେବାର ସୁଯୋଗ ଆସିବ । ରାଜନୈତିକ କ୍ଷେତ୍ରରେ ସମ୍ମାନ ଓ ସହଯୋଗ ମିଳିବ

ଉ- ଫାଲ୍‌ଗୁନୀ- ନୂତନ ଜିନିଷ କ୍ରୟ କରିପାରନ୍ତି । ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ ।

ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :