• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th January 2023: ଆଜି ଏହି ରାଶିର ବ୍ୟକ୍ତି ନୂତନ ଜିନିଷ କ୍ରୟ କରିପାରନ୍ତି

ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ସୋମବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୯ମୀ ଦିବା ୧୨.୧୨ ଗତେ ୧୦ମୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର- ମିଥୁନ,ପୁଷ୍କର ଦୋଷ – ୧ ପାଦ-କୁଟୁମ୍ଭହାନି-ତିଳକାଞନ ଦାନ ରାତ୍ରି ୧୦.୧୫ ପର୍ଯ୍ୟନ୍ତ ।

Virgo

କନ୍ୟା

Monday 30 Jan 2023

ଉ- ଫାଲ୍‌ଗୁନୀ- ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ଅନ୍ୟଥା ସମସ୍ୟା ବଢ଼ି ଯିବାର ସୂଚନା ରହିଛି । ପାରିବାରିକ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ । କର୍ମକ୍ଷେତ୍ରରେ ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ ।

ହସ୍ତା- ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । ମହିଳା ମାନେ ପରିବାରରେ ଉତ୍କଷ୍ଟ ମନୋଭାବ ଜାଗ୍ରତ କରିବେ ।

ଚିତ୍ରା- ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର‌୍ୟ୍ୟକୁ ହାତକୁ ନେବେ । କିଛି ଜିନିଷ ଦ୍ୱାରା ଆପଣ ଆଘାତ ପାଇ ପାରନ୍ତି । ବାହ୍ୟ ଶତୃଙ୍କ ଠାରୁ ଦୂରରେ ରହିଲେ ଭଲ

ପ୍ରତିକାର - ଶ୍ରୀ ବିଷ୍ଣଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :