• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th January 2023: ଆଜି ଏହି ରାଶିର ବ୍ୟକ୍ତି ନୂତନ ଜିନିଷ କ୍ରୟ କରିପାରନ୍ତି

ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ସୋମବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୯ମୀ ଦିବା ୧୨.୧୨ ଗତେ ୧୦ମୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର- ମିଥୁନ,ପୁଷ୍କର ଦୋଷ – ୧ ପାଦ-କୁଟୁମ୍ଭହାନି-ତିଳକାଞନ ଦାନ ରାତ୍ରି ୧୦.୧୫ ପର୍ଯ୍ୟନ୍ତ ।

Libra

ତୁଳା

Monday 30 Jan 2023

ଚିତ୍ରା- ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ ଅନ୍ୟଥା ସାଙ୍ଗରେ ନେବା ଜିନିଷକୁ ଭୁଲି ଯାଇପାରନ୍ତି । ଅର୍ଥସଂକଟ ଦୂରୀଭୂତ ପାଇଁ ବିଶେଷ କିଛି ଚିନ୍ତା କରିବାକୁ ପଡ଼ିବ ନାହିଁ 

ସ୍ୱାତୀ- କର୍ମକ୍ଷେତ୍ରରେ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ । ରୁକ୍ଷ ବ୍ୟବହାର ସହକର୍ମୀଙ୍କ ମନରେ ଆଘାତ ଦେଇପାରେ। ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ ।

ବିଶାଖା- ଧର୍ମ ଷ୍ପୁସ୍ତକ ପଢିବାରେ ଆଗ୍ରହ ବଢିବ । ରାଜନେତା ନୂଆ କାର‌୍ୟ୍ୟ ଭାର ଗ୍ରହଣ କରିବେ । ସାମାଜିକ କ୍ଷେତ୍ରରେ ଯଶ ବଢିବ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ ।

ପ୍ରତିକାର – ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :