• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th January 2023: ଆଜି ଏହି ରାଶିର ବ୍ୟକ୍ତି ନୂତନ ଜିନିଷ କ୍ରୟ କରିପାରନ୍ତି

ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ସୋମବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୯ମୀ ଦିବା ୧୨.୧୨ ଗତେ ୧୦ମୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର- ମିଥୁନ,ପୁଷ୍କର ଦୋଷ – ୧ ପାଦ-କୁଟୁମ୍ଭହାନି-ତିଳକାଞନ ଦାନ ରାତ୍ରି ୧୦.୧୫ ପର୍ଯ୍ୟନ୍ତ ।

Scorpio

ବିଛା

Monday 30 Jan 2023

ବିଶାଖା- ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା, ଆଦର ପାଇ । ଆନୁଷ୍ଠାନିକ କାମ କିମ୍ବା ଆଧ୍ୟାତ୍ମିକ ଦିଗ ପ୍ରତି ଗତି କରି ପାରନ୍ତି । ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ ।

ଅନୁରାଧା- ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ସାଂସ୍କୃତିକ କାର‌୍ୟ୍ୟ, ବାଣିଜ୍ୟ, ଶିଳ୍ପ ଓ ଏଜେନ୍ସିପରୁ ଖୁସି ରହିବେ। ରାଜନୈତିକ କ୍ଷେତ୍ର କିମ୍ବା ପ୍ରଶାସନିକ ସ୍ତରରେ ତପତ୍ରତା ଲାଗି ରହିବ।

ଜ୍ୟୋଷ୍ଠା- ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ ।

ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :