କାର୍ଯ୍ୟକୁ ଅତି ଗମ୍ଭୀରତାର ସହିତ ଗ୍ରହଣ କରିବେ ଏବଂ ବହୁତ ପରିଶ୍ରମ କରିବେ । ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ ।
ପୁନର୍ବସୁ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ। ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ ।
ପୁଷ୍ୟା- ଛାତ୍ରଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଙ୍କଠାରୁ ଭଲ ପରାମର୍ଶ ମିଳିବ । ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ରାଜନୀତିରେ ମୂଖ୍ୟ ଭୂମିକା ଗ୍ରହଣ କରିବେ । ବିରୋଧୀ ଆପଣଙ୍କୁ ବନ୍ଧୁତାର ହାତ ବଢାଇବେ ।
ଅଶ୍ଲେଷା- ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ । ବହୁ ଦିନର ସ୍ୱପ୍ନ ସାକାର ହେବ । ଆପଣଙ୍କର ଧ୍ୟାନ ଧାର୍ମିକ କାର୍ଯ୍ୟରେ ମନ ଲାଗିରହିବ । ସନ୍ତାନର ସଫଳତା ଯୋଗୁଁ ଖୁସିର ପରିବେଶ ରହିବ।
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨