କାର୍ଯ୍ୟକୁ ଅତି ଗମ୍ଭୀରତାର ସହିତ ଗ୍ରହଣ କରିବେ ଏବଂ ବହୁତ ପରିଶ୍ରମ କରିବେ । ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ ।
ମଘା- ଆୟ ଅପେକ୍ଷା ବ୍ୟୟ ବଢିପାରେ । ନିଜ କାର୍ଯ୍ୟ କ୍ଷେତ୍ରରେ ଭଲ ପ୍ରଦର୍ଶନ କରିବାକୁ ସକ୍ଷମ ହେବେ । ପାରିବାରିକ ଜୀବନରେ ଚାଲିଥିବା ଚାପରେ ସାମାନ୍ୟ ହ୍ରାସ ଘଟିବ । ସଂପର୍କରେ ସଚ୍ଚୋଟତା ବଜାୟ ରଖିବାକୁ ଚେଷ୍ଟା କରିବେ ।
ପୂ,ଫାଲଗୁନି- ବିବାହିତ ଜୀବନରେ ପ୍ରେମ ଏବଂ ଆକର୍ଷଣର ପରିସ୍ଥିତି ଦେଖାଯିବ । ସରକାରୀ କ୍ଷେତ୍ରରୁ ଲାଭ ପାଇପାରିବେ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ୍ୱ ଦୂରେଇ ଯିବ । ଛାତ୍ରଛାତ୍ରୀମାନଙ୍କର ମାନସିକ ବିକାଶ ଘଟିବ।
ଉ,ଫାଲଗୁନି- ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ । ବାଦ ବିବାଦ, ମାଲିମକଦ୍ଦମାରେ ବିଜୟୀ ଲାଭ କରିବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ ।
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧