କାର୍ଯ୍ୟକୁ ଅତି ଗମ୍ଭୀରତାର ସହିତ ଗ୍ରହଣ କରିବେ ଏବଂ ବହୁତ ପରିଶ୍ରମ କରିବେ । ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ ।
ଉ,ଷାଢା- ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ବନ୍ଧୁଙ୍କ ପରାମର୍ଶରେ କିଛି ନୂତନ କାମ ଆରମ୍ଭ କରିବେ । ବ୍ୟବସାୟରେ ଦୂର ସ୍ଥାନକୁ ଯାତ୍ରା କରିବେ । ଆପଣଙ୍କ ବ୍ୟଙ୍ଗାତ୍ମକ ବ୍ୟବହାର ଲୋକଙ୍କୁ ପ୍ରଭାବିତ କରିବ ।
ଶ୍ରବଣା- ରାଜନୀତିରେ ଦୁର୍ବଳ ରହିବେ । ବିଦ୍ୟାର୍ଥୀମାନେ ପଢାରେ ମନନିବେଶ କରିବେ । ଚାକିରିରେ ପଦୋନ୍ନତି ମିଳିପାରେ । କୌଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ।
ଧନିଷ୍ଠା- ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ । ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଫିଲ୍ମ ଉଦ୍ୟୋଗି କ୍ଷେତ୍ରରେ ଥିବା ଭଲ ସୁଯୋଗ ମିଳିବ।
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮