• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th July 2023: ଏହି ରାଶିର ବ୍ୟକ୍ତି... ଆଜି ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି

ସୌର କର୍କଟ ମାସ ଶ୍ରାବଣ (ମଳ) ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ରବିବାର । ଚନ୍ଦ୍ର- ବିଛା ରାତ୍ରି ୧୧.୩୩ ଗତେ ଧନୁ । ତିଥି- ୧୨ଶୀ ଦିବା ୧୦.୩୪ ଗତେ ୧୩ଶୀ । ଘାତ ଚନ୍ଦ୍ର- ତୁଳା, କୁମ୍ଭ ଅହୋରାତ୍ର । ଘାତ ବାର- ମେଷ । ପୁଷ୍କର ଦୋଷ- ୨ପାଦ- କୃଷି ଓ ପଶୁହାନୀ- ଭୂମି ଓ ଅନ୍ନଦାନ ଦିବା ୧୦.୩୪ ଗତେ ୧ପାଦ-କୃଷିହାନୀ-ଭୂମିଦାନ ।

Taurus

ବୃଷ

Sunday 30 Jul 2023

କୃତିକା- ପ୍ରେମ ସମ୍ବନ୍ଧ ପ୍ରତି ଆପଣ ଅଧିକ ଯତ୍ନବାନ୍ ହେବେ । ଅଫିସ୍‌ରେ ଜରୁରୀ କାମରେ କର୍ମଚାରୀଙ୍କ ଠାରୁ ସାହାଯ୍ୟ ପାଇବେ । ଔଷଧ ସମ୍ପନ୍ଧୀୟ ବ୍ୟବସାୟ, ଖଣିଜ ସମ୍ପଦ ବ୍ୟବସାୟରୁ ଲାଭବାନ୍ ହେବେ ।

ରୋହିଣୀ- ପରିବାରର ସଦସ୍ୟଙ୍କ ସହିତ ଭଦ୍ର ଭାବରେ କଥା ହେବେ ଏବଂ ସହନଶୀଳତା ବଜାୟ ରଖିବେ । ଜୀବନ ସାଥୀ ପରସ୍ପର ପ୍ରତି ଦାୟିତ୍ୱବାନ୍ ରହିବେ । ବିଦ୍ୟାର୍ଥୀମାନେ ଉତ୍ତମ ଫଳ ପାଇବେ ।

ମୃଗଶିରା- ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରିପାରନ୍ତି । ନୂଆ ଗୃହ ନିର୍ମାଣ କରି ଘରକୁ ଅଧିକ ଆକର୍ଷଣ କରିବେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି ।

ପ୍ରତିକାର- ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :