• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th July 2023: ଏହି ରାଶିର ବ୍ୟକ୍ତି... ଆଜି ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି

ସୌର କର୍କଟ ମାସ ଶ୍ରାବଣ (ମଳ) ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ରବିବାର । ଚନ୍ଦ୍ର- ବିଛା ରାତ୍ରି ୧୧.୩୩ ଗତେ ଧନୁ । ତିଥି- ୧୨ଶୀ ଦିବା ୧୦.୩୪ ଗତେ ୧୩ଶୀ । ଘାତ ଚନ୍ଦ୍ର- ତୁଳା, କୁମ୍ଭ ଅହୋରାତ୍ର । ଘାତ ବାର- ମେଷ । ପୁଷ୍କର ଦୋଷ- ୨ପାଦ- କୃଷି ଓ ପଶୁହାନୀ- ଭୂମି ଓ ଅନ୍ନଦାନ ଦିବା ୧୦.୩୪ ଗତେ ୧ପାଦ-କୃଷିହାନୀ-ଭୂମିଦାନ ।

Pisces

ମୀନ

Sunday 30 Jul 2023

ପୂ , ଭାଦ୍ରପଦ- କୌଣସି ବଡ ସୁବିଧା ମିଳିବା ଯୋଗୁଁ ଧନ ଲାଭ ହେବ । ବନ୍ଧୁମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ଚାକିରିରେ ବେତନ ବୃଦ୍ଧିର ସମ୍ଭାବନା ଅଛି । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ ।

ଉ , ଭଦ୍ରପଦ- ଜୀବନ ସାଥିଙ୍କୁ ମନ ପସନ୍ଦ ଉପହାର ଦେବେ । ରାଜନୀତିରେ ନିଜର ସଂଗଠନିକ ଦକ୍ଷତା ଯୋଗ୍ୟତା ଅନୁସାରେ କୈାଣସି ଉଚ୍ଚ ପଦବୀ ମିଳିପାରେ । ବିଦ୍ୟାର୍ଥୀମାନେ ପଢାପଢିରେ ପ୍ରସନ୍ନ ରହିବେ ।

ରେବତୀ- ଲାଗି ରହିଥିବା ସବୁ କଷ୍ଟ ନିବାରଣ ହେବ । ପ୍ରତ୍ୟେକ ପ୍ରତିବନ୍ଧକକୁ ସମ୍ମୁଖୀନ କରି ଆଗେଇ ବାକୁ ବାଧ୍ୟ ହେବେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ନାରୀ ମାନେ ସମାଜରେ ସମ୍ମାନ ପାଇବେ ।

ପ୍ରତିକାର- ସୂର୍ଯ୍ୟ ନାରାୟଣଙ୍କୁ ଜଳ ପ୍ରଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :