• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th July 2023: ଏହି ରାଶିର ବ୍ୟକ୍ତି... ଆଜି ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି

ସୌର କର୍କଟ ମାସ ଶ୍ରାବଣ (ମଳ) ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ରବିବାର । ଚନ୍ଦ୍ର- ବିଛା ରାତ୍ରି ୧୧.୩୩ ଗତେ ଧନୁ । ତିଥି- ୧୨ଶୀ ଦିବା ୧୦.୩୪ ଗତେ ୧୩ଶୀ । ଘାତ ଚନ୍ଦ୍ର- ତୁଳା, କୁମ୍ଭ ଅହୋରାତ୍ର । ଘାତ ବାର- ମେଷ । ପୁଷ୍କର ଦୋଷ- ୨ପାଦ- କୃଷି ଓ ପଶୁହାନୀ- ଭୂମି ଓ ଅନ୍ନଦାନ ଦିବା ୧୦.୩୪ ଗତେ ୧ପାଦ-କୃଷିହାନୀ-ଭୂମିଦାନ ।

Gemini

ମିଥୁନ

Sunday 30 Jul 2023

ମୃଗଶିରା- ହଜମ ଜନୀତ ସମସ୍ୟା ସାମାନ୍ୟ ଦେଖା ଦେଇପାରେ । ପରିବହନ ଓ ଖାଦ୍ୟ ପଦାର୍ଥକୁ ନେଇ ବ୍ୟବସାୟରେ ନିଜ ଆଶାନୁରୂପକ ବ୍ୟବସାୟ କରିବେ । ଗଣମାଧ୍ୟମ ପ୍ରତିନିଧି ପାଇଁ ଦିନଟି ବ୍ୟସ୍ତତାରେ କଟିବ ।

ଆଦ୍ରା - ସମସ୍ତ ପରିବାର ସଦସ୍ୟ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାପାରନ୍ତି । ନାକାରତ୍ମକ ଭାବନା ମସ୍ତିଷ୍କକୁ ଆସିବାକୁ ଦିଅନ୍ତୁ ନାହିଁ । ଆପଣଙ୍କ ଜୀବନ ସାଥୀଙ୍କ ସହିତ ସମ୍ପର୍କ ମଧୁର ରହିବ ।

ପୁନର୍ବସୁ- ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ବିଦେଶରେ ରହି ପଢିବାର ସ୍ୱପ୍ନ ପୂରଣ ହୋଇପାରେ ।

ପ୍ରତିକାର- ତ୍ରିପୁରା ସୁନ୍ଦରୀଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :