• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th July 2023: ଏହି ରାଶିର ବ୍ୟକ୍ତି... ଆଜି ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି

ସୌର କର୍କଟ ମାସ ଶ୍ରାବଣ (ମଳ) ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ରବିବାର । ଚନ୍ଦ୍ର- ବିଛା ରାତ୍ରି ୧୧.୩୩ ଗତେ ଧନୁ । ତିଥି- ୧୨ଶୀ ଦିବା ୧୦.୩୪ ଗତେ ୧୩ଶୀ । ଘାତ ଚନ୍ଦ୍ର- ତୁଳା, କୁମ୍ଭ ଅହୋରାତ୍ର । ଘାତ ବାର- ମେଷ । ପୁଷ୍କର ଦୋଷ- ୨ପାଦ- କୃଷି ଓ ପଶୁହାନୀ- ଭୂମି ଓ ଅନ୍ନଦାନ ଦିବା ୧୦.୩୪ ଗତେ ୧ପାଦ-କୃଷିହାନୀ-ଭୂମିଦାନ ।

Cancer

କର୍କଟ

Sunday 30 Jul 2023

ପୁନର୍ବସୁ- ପୁରୁଣା ବିଚାର ଛାଡି ନୂଆ ବିଚାର ଗ୍ରହଣ କରିବେ । ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ । କୌଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ ।

ପୁଷ୍ୟା- ଛାତ୍ରଛାତ୍ରୀଙ୍କ ପାଠ ପଢାରେ ମନ ଲାଗିବ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ । ରାଜନୈତିକ ସମର୍ଥନ ପାଇବେ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗଅଛି ।

ଅଶ୍ଳେଷା- ବନ୍ଧୁଙ୍କ ସହିତ ଠାକୁର ଦର୍ଶନ ପାଇଁ ମନ୍ଦିର ଯିବେ । ଖୋଳାଳି ମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଶଂସା ଭାଜନ ହେବେ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ ।

ପ୍ରତିକାର- ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :