• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th July 2023: ଏହି ରାଶିର ବ୍ୟକ୍ତି... ଆଜି ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି

ସୌର କର୍କଟ ମାସ ଶ୍ରାବଣ (ମଳ) ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ରବିବାର । ଚନ୍ଦ୍ର- ବିଛା ରାତ୍ରି ୧୧.୩୩ ଗତେ ଧନୁ । ତିଥି- ୧୨ଶୀ ଦିବା ୧୦.୩୪ ଗତେ ୧୩ଶୀ । ଘାତ ଚନ୍ଦ୍ର- ତୁଳା, କୁମ୍ଭ ଅହୋରାତ୍ର । ଘାତ ବାର- ମେଷ । ପୁଷ୍କର ଦୋଷ- ୨ପାଦ- କୃଷି ଓ ପଶୁହାନୀ- ଭୂମି ଓ ଅନ୍ନଦାନ ଦିବା ୧୦.୩୪ ଗତେ ୧ପାଦ-କୃଷିହାନୀ-ଭୂମିଦାନ ।

Leo

ସିଂହ

Sunday 30 Jul 2023

ମଘା- ବ୍ୟବସାୟ-ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । କର୍ମକ୍ଷେତ୍ରରେ କର୍ମଚାରୀ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ ।

ପୂ , ଫାଲଗୁନୀ - ଶତ୍ରୁମାନେ ସମ୍ମୁଖରେ ନହେଲେ ମଧ୍ୟ ପଛରେ ବିଭିନ୍ନ କଥା କହିପାରନ୍ତି । ପ୍ରସାଧନ ଦୋକାନୀଙ୍କର ଉନ୍ନତି ହେବ । ରାଜନୀତିରେ କାମ ଗୁଡିକୁ ସମ୍ପନ୍ନ କରିବେ । ଛାତ୍ରଛାତ୍ରୀ ପଢାରେ ଆଗେଇବା ପାଇଁ ଚେଷ୍ଟା କରିବେ ।

ଉ ,ଫାଲଗୁନୀ – ଅଫିସ୍‌ରେ ତଳିଆ କର୍ମଚାରୀ ଆପଣଙ୍କ ଠାରୁ କାମ ଶିଖିବେ । ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିପାରନ୍ତି । ସମ୍ପତ୍ତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ ।

ପ୍ରତିକାର- ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :